ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଜୋଡ଼ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଜୋଡ଼   ବିଶେଷ୍ୟ

ଅର୍ଥ : ଯେଉଁ ଟୁକୁଡ଼ାଟି କୌଣସି ଜିନିଷରେ ଜୋଡ଼ା ଯାଏ

ଉଦାହରଣ : କନାର ଜଳିଥିବା ଅଂଶରେ ପଟି ପକାଇଦିଅ

ସମକକ୍ଷ : ତାଳି, ପଟି

वह टुकड़ा जो किसी चीज में जोड़ा जाय।

कपड़े के जले भाग में जोड़ लगा दो।
जोड़

ଅର୍ଥ : ଶରୀର ଯେଉଁ ଗଣ୍ଠି ବା ଜୋଡ଼ରେ ଅଙ୍ଗ ବଙ୍କାହୁଏ ବା ମୋଡ଼େ

ଉଦାହରଣ : ମୋର ଆଙ୍ଗୁଳି ଗଣ୍ଠିରେ କଷ୍ଟ ହେଉଛି

ସମକକ୍ଷ : ଅବୟବ ସନ୍ଧି, ଗଣ୍ଠି

शरीर के अंगों की गाँठ या जोड़ जहाँ से वे झुकते या मुड़ते हैं।

मेरी उँगलियों के जोड़ों में दर्द है।
अवयव संधि, अवयव सन्धि, गाँठ, गांठ, जोड़, पर्व, पोर, संधि, सन्धि

(anatomy) the point of connection between two bones or elements of a skeleton (especially if it allows motion).

articulatio, articulation, joint