ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଜ୍ଞାନହୀନତା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଜ୍ଞାନହୀନତା   ବିଶେଷ୍ୟ

ଅର୍ଥ : ବିଦ୍ୟାର ଅଭାବ

ଉଦାହରଣ : ଆପଣ ବିଦ୍ୟା ହାସଲ କରି ନିଜର ଅବିଦ୍ୟାକୁ ଦୂର କରିପାରିବେ

ସମକକ୍ଷ : ଅଜ୍ଞାତା, ଅଜ୍ଞାନତା, ଅବିଦ୍ୟା

विद्या का अभाव।

आप विद्या प्राप्त कर अपनी अविद्या को दूर कर सकते हैं।
अज्ञता, अज्ञान, अज्ञानता, अविज्ञता, अविद्या, ज्ञानहीनता

The lack of knowledge or education.

ignorance

ଅର୍ଥ : ଜ୍ଞାନ ନହେବାର ଅବସ୍ଥା ବା ଭାବ

ଉଦାହରଣ : ପ୍ରକୃତ ଗୁରୁ ହିଁ ଅଜ୍ଞାନତାକୁ ଦୂରକରି ବ୍ୟକ୍ତି ଜୀବନରେ ଜ୍ଞାନରୂପୀ ଆଲୋକ ଭରିଦିଏ

ସମକକ୍ଷ : ଅଜ୍ଞାନତା

ज्ञान न होने की अवस्था या भाव।

सच्चा गुरु अज्ञानता को दूर करके व्यक्ति के जीवन को ज्ञान रूपी प्रकाश से भर देता है।
अंधकार, अजानता, अज्ञान, अज्ञानता, अज्ञानपन, अन्धकार, अप्रत्यक्षा, अयानप, अयानपन, अवित्ति, अविवेक, अविवेकता, अविवेकत्व, जहल, जिहालत, ज्ञानहीनता, तम, तमस, तमस्, मूढ़ता, मोह

The lack of knowledge or education.

ignorance