ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଝମ୍ପାଚୋର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଝମ୍ପାଚୋର   ବିଶେଷ୍ୟ

ଅର୍ଥ : ଆଖି ଆଗରୁ ଜିନିଷ ଉଠାଇନେଇ ପଳାଇବା ବ୍ୟକ୍ତି

ଉଦାହରଣ : ବାରୁଣୀଯାତ୍ରାରେ ଝମ୍ପାଚୋରଙ୍କର ଲାଭହିଁଲାଭ ହୋଇଥାଏ

वह जो उचककर या आँख बचाकर किसी की वस्तुएँ उठाकर भाग जाता है। दूसरों का माल उठाकर भाग जानेवाला व्यक्ति।

अपनी वस्तुएँ सम्भाल कर रखना, यहाँ चोर-उचक्कों की कमी नहीं है।
अभिहर, अभिहर्ता, उचक्का, उठाईगीर, उठाईगीरा, उड़चक, चाई, चाईं, हथलपका

A thief who grabs and runs.

A purse snatcher.
snatcher