ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଝାଡ଼ୁମାରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଝାଡ଼ୁମାରିବା   କ୍ରିୟାପଦ

ଅର୍ଥ : କୌଣସି ଜିନିଷ ଉପରେ ପଡ଼ିଥିବା ବା ଲାଗିଥିବା କୌଣସି ଦ୍ୱିତୀୟ ବସ୍ତୁକୁ ହଟାଇବା

ଉଦାହରଣ : ସେ ପ୍ରତିଦିନ ଘର ଓଳାଏ ସେ ଲୁଗା ଉପରେ ଲାଗିଥିବା ଧୂଳି ଝାଡ଼ିଲା

ସମକକ୍ଷ : ଓଳାଇବା, ଖରକିବା, ଝାଡ଼ିବା

किसी चीज पर पड़ी या लगी हुई कोई दूसरी चीज को हटाना।

वह हरदिन पूरे घर को झाड़ती है।
उसने कपड़े पर लगी धूल को झाड़ा।
झाड़ना

Remove with or as if with a brush.

Brush away the crumbs.
Brush the dust from the jacket.
Brush aside the objections.
brush