ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଝଡ଼ିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଝଡ଼ିବା   କ୍ରିୟାପଦ

ଅର୍ଥ : କୌଣସି ଜିନିଷର ଛୋଟ ଛୋଟ ଅଙ୍ଗ ବା ଅଂଶଗୁଡ଼ିକୁ ତୁଟି ବା ଭାଙ୍ଗି ଖସିବା

ଉଦାହରଣ : ତା’ର ବାଳ ବହୁତ ଝଡ଼ୁଛି

ସମକକ୍ଷ : ଖସିବା, ଛିଡ଼ିବା

किसी चीज़ के छोटे-छोटे अंगों या अंशों का कट या टूटकर गिरना।

उसके बाल बहुत झड़ते हैं।
गिरना, झड़ना, झरना

Come off.

His hair and teeth fell out.
come out, fall out