ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଟ୍ୟାକ୍ସ୍ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଟ୍ୟାକ୍ସ୍   ବିଶେଷ୍ୟ

ଅର୍ଥ : ଜମି-ବାଡ଼ି ଭୂମିଆଦିରେ ଲାଗୁଥିବା କର

ଉଦାହରଣ : ଜମିଦାରୀ ଯୁଗରେ ଖଜଣା ଦେଇ ନପାରିଲେ ଜମିଦାର କୃଷକମାନଙ୍କର ଜମି ଦଖଲ କରିନେଉଥିଲେ

ସମକକ୍ଷ : କର, ଖଜଣା, ଟିକସ୍

खेती-बाड़ी की भूमि पर लगने वाला कर।

जमींदारी युग में लगान न दे पाने पर जमींदार किसानों के खेत हड़प लेते थे।
ख़िराज़, खिराज, जमा, पोत, भाट, भाटक, भूमिकर, मालगुज़ारी, मालगुजारी, लगान

Charge against a citizen's person or property or activity for the support of government.

revenue enhancement, tax, taxation

ଅର୍ଥ : କୌଣସି ବ୍ୟକ୍ତି, ସମ୍ପତ୍ତି, ବ୍ୟାପାରଆଦି କାମରୁ ଯେଉଁ ଧନକୁ କେହି ଅଧିକାରୀ ନିଜପାଇଁ ନେଇଥାଏ

ଉଦାହରଣ : ମୋଗଲ ଶାସନ କାଳରେ ଶାସକ ଓ ସାମନ୍ତଙ୍କ ଦ୍ୱାରା ଭାରତୀୟ ଜନତାଙ୍କଠାରୁ ଅନେକ ପ୍ରକାରର କର ଅସୁଲ କରାଯାଉଥିଲା

ସମକକ୍ଷ : କର, ମାହାସୁଲ, ଶୁଳ୍‌କ

वह नियत धन आदि जो किसी व्यक्ति या किसी संपत्ति, व्यापार आदि के काम में से कोई अधिकारिकी अपने लिए लेती है।

मुगलकाल में शासकों और सामंतों द्वारा भारतीय जनता से अनेकों प्रकार के कर वसूल किए जाते थे।
अवक्रय, कर, टैक्स, महसूल, शालिक

Charge against a citizen's person or property or activity for the support of government.

revenue enhancement, tax, taxation