ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଠସା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଠସା   ବିଶେଷ୍ୟ

ଅର୍ଥ : କାଠ ବା ଧାତୁଆଦିର ଖଣ୍ଡ ଯାହା ଉପରେ କୌଣସି ରୂପ ବା ଚିତ୍ର ଖୋଳାହୋଇଛି ଏବଂ ଏହାକୁ କୌଣସି ଅନ୍ୟ ବସ୍ତୁଉପରେ ରଖି ଚାପିଦେଲେ ସେଥିରେ ଖୋଳା ଆକୃତି ଚପିଯାଏ ବା ତିଆରି ହୋଇଯାଏ

ଉଦାହରଣ : ଶ୍ରମିକ ଲୁଗାଉପରେ ଛାଞ୍ଚ ସାହାଯ୍ୟରେ ପ୍ରକାର ପ୍ରକାରର ଛାପ ତିଆରି କରୁଛି

ସମକକ୍ଷ : ଛାଞ୍ଚ, ଛାପା, ଫରମା

लकड़ी या धातु आदि का वह खंड जिसपर कोई आकृति या बेल-बूटे आदि खुदे हों और उसे किसी दूसरी वस्तु पर रखकर दबाने से उसमें खुदी आकृति उतर या बन जाए।

मजदूर ठप्पे से कपड़ों पर तरह-तरह की छाप बना रहा है।
छापा, ठप्पा, थापा

A block or die used to imprint a mark or design.

stamp