ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଠେଲାଗାଡ଼ି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଠେଲାଗାଡ଼ି   ବିଶେଷ୍ୟ

ଅର୍ଥ : ଯେଉଁ ଛୋଟ ଗାଡ଼ିରେ ମାଲପତ୍ର ରଖି ଠେଲିବା ବା ଧକା ମାରିମାରି ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ନିଆଯାଏ

ଉଦାହରଣ : ସେ ଠେଲାଗାଡ଼ିରେ ଆମ୍ବ ବିକ୍ରି କରୁଥିଲା

ସମକକ୍ଷ : ଠେଲା

वह छोटी गाड़ी जिस पर चीजें रखकर ठेलते या धकेलते हुए एक स्थान से दूसरे स्थान पर ले जाते हैं।

वह ठेले पर आम बेच रहा है।
ठेला, ठेला गाड़ी, हथठेला, हाथठेला