ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଡାକବଙ୍ଗଳା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଡାକବଙ୍ଗଳା   ବିଶେଷ୍ୟ

ଅର୍ଥ : ଯେଉଁ ବଙ୍ଗଳା ବା କୋଠା ସରକାରଙ୍କ ତରଫରୁ ବିଦେଶୀ ବା ରାଜ୍ୟର ଅଧିକାରୀମାନଙ୍କ ରହଣିପାଇଁ ତିଆରି କରାଯାଇଥାଏ

ଉଦାହରଣ : ଏହି ଡାକବଙ୍ଗଳା ଇଂରେଜ ଅମଳର

वह बँगला या मकान जो सरकार की ओर से परदेशियों या राज्य के अधिकारियों के ठहरने के लिए बना हो।

यह डाकबँगला अंग्रेजों के ज़माने का है।
डाकबँगला, डाकबंगला

ଅର୍ଥ : ପ୍ରାଚୀନ କାଳରେ ବାଟରେ ପଡ଼ୁଥିବା ଯେଉଁ ସ୍ଥାନରେ ଯାତ୍ରୀମାନେ ବିଶ୍ରାମ କରନ୍ତି ବା ଗାଡ଼ି ବଦଳାଇଥାନ୍ତି

ଉଦାହରଣ : ଯାତ୍ରାକୁ ସଫଳ କରିବାପାଇଁ ସ୍ଥାନେ ସ୍ଥନେ ଡାକବଙ୍ଗଳା ତିଆରି କରାଯାଇଥିଲା

ସମକକ୍ଷ : ଚଟିଘର

प्राचीन काल में मार्ग में पड़नेवाला वह स्थान जहाँ यात्रा के घोड़े, हरकारे या सवारियाँ बदली जाती थीं।

यात्रा को सुलभ बनाने के लिए स्थान-स्थान पर डाक-चौकियाँ बनाई गई थीं।
डाक चौकी, डाक-चौकी