ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଢାବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଢାବା   ବିଶେଷ୍ୟ

ଅର୍ଥ : ରାଜପଥ ବା ଦୀର୍ଘ ସଡ଼କକଡ଼ରେ ତିଆରି ହୋଇଥିବା ଏକ ପ୍ରକାରର ହୋଟେଲ ଯେଉଁଠି ଲୋକେ ଖିଆପିଆ ସହିତ କିଛି ସମୟ ବିଶ୍ରାମ ବି କରନ୍ତି

ଉଦାହରଣ : ରାତ୍ରି ଯାତ୍ରା କାରଣରୁ ଆମେ ଆମେ ଏକ ଢାବାରେ ଖାଇଲୁ

ସମକକ୍ଷ : ଚଟିଘର

राजपथ या लंबी सड़कों के किनारे बना वह होटल जहाँ खाने-पीने के साथ लोग थोड़ा विश्राम भी करते हैं।

रात्रि-यात्रा के दौरान हमने एक ढाबे में खाना खाया।
ढाबा, धाबा, बासा

A roadside cafe especially for lorry drivers.

pull-in, pull-up