ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ତଟ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ତଟ   ବିଶେଷ୍ୟ

ଅର୍ଥ : ନଦୀ ବା ଜଳାଶୟର କୂଳ

ଉଦାହରଣ : ନଦୀ ତଟରେ ସେ ନୌକାକୁ ଅପେକ୍ଷା କରିଥିଲା

ସମକକ୍ଷ : ଆଡ଼ି, କୂଳ, ତୀର, ପତ୍ତା, ବେଳା

नदी या जलाशय का किनारा।

नदी के तट पर वह नाव का इंतज़ार कर रहा था।
अवार, अवारी, कगार, किनारा, कूल, छोर, तट, तीर, पश्ता, बारी, मंजुल, वेला, साहिल

The land along the edge of a body of water.

shore