ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ତରଳିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ତରଳିତ   ବିଶେଷଣ

ଅର୍ଥ : ଯାହା ତରଳ ପଦାର୍ଥ ଭଳି ପତଳା ବା ତରଳିଯାଇଛି

ଉଦାହରଣ : ପର୍ବତଗୁଡ଼ିକରୁ ଦ୍ରବିତ ହିମପ୍ରବାହ ଯୋଗୁଁ ସମୁଦ୍ରର ଜଳସ୍ତର ବଢ଼ିବାରେ ଲାଗିଛି

ସମକକ୍ଷ : ଦ୍ରବିତ, ଦ୍ରବୀଭୂତ

जो द्रव की तरह पतला हो गया हो या पिघला हुआ।

पर्वतों के द्रवित हिम के कारण समुद्र का स्तर बढ़ता जा रहा है।
द्रवित, द्रवीभूत

Changed from a solid to a liquid state.

Rivers filled to overflowing by melted snow.
liquid, liquified, melted