ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ତଲାସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ତଲାସ   ବିଶେଷ୍ୟ

ଅର୍ଥ : ହଜିଯାଇଥିବା ବା ଲୁଚି ରହିଥିବା ବସ୍ତୁକୁ ପାଇବାପାଇଁ କାହାରି ଶରୀର ବା ଘର ଆଦି ପରୀକ୍ଷା କରିବା

ଉଦାହରଣ : ଉଡ଼ାଜାହାଜରେ ଚଢ଼ିବାପୂର୍ବରୁ ଲୋକମାନଙ୍କୁ ଯାଞ୍ଚ କରାଯାଏ

ସମକକ୍ଷ : ଅନୁସନ୍ଧାନ, ତନଖି, ପରଖ, ଯାଞ୍ଚ

खोई या छिपाई हुई वस्तु को पाने के लिए किसी के शरीर या घर आदि की जाँच-पड़ताल।

हवाई यात्रा करने से पूर्व लोगों की तलाशी ली जाती है।
तलाशी

The activity of looking thoroughly in order to find something or someone.

hunt, hunting, search