ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ତାଗିଦା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ତାଗିଦା   ବିଶେଷ୍ୟ

ଅର୍ଥ : ଏଭଳି ଅନୁରୋଧ ବା ଆଦେଶ ଯାହାର ପାଳନ ପାଇଁ ବାରମ୍ବାର କୁହାଯାଇଛି

ଉଦାହରଣ : ମାଲିକ ଚାକରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଯେ ବଳଦମାନଙ୍କୁ ଖାଲି କୁଟାନଡ଼ା ଖୁଆଯାଉ

ସମକକ୍ଷ : ନିର୍ଦ୍ଦେଶ

ऐसा अनुरोध या आदेश जिसके पालन के लिए बारंबार कहा गया हो।

मालिक ने नौकरों को ताक़ीद की कि बैलों को खाली भूसा खिलाया जाय।
ताक़ीद, ताकीद

An urgent or peremptory request.

His demands for attention were unceasing.
demand

ଅର୍ଥ : କାହାଠାରୁ ନିଜର ପ୍ରାପ୍ୟଧନ ପାଇବା ବା ଆବଶ୍ୟକ କାର୍ଯ୍ୟ କରିବାପାଇଁ ପୁଣିଥରେ କହିବା ବା ମନେପକାଇଦେବା କ୍ରିୟା

ଉଦାହରଣ : କେତେଥର ତାଗିଦା କରିବା ସତ୍ତ୍ୱେ ବି ସେ ମୋ ପଇସା ଦେଇନାହିଁ

किसी से अपना प्राप्य धन पाने या आवश्यक कार्य करने के लिए फिर से कहने या स्मरण कराने की क्रिया।

कई बार तकाजा करने के बावजूद उसने मेरा पैसा नहीं दिया।
तक़ाज़ा, तकाजा, तगादा