ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ତିଆରି କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ତିଆରି କରିବା   କ୍ରିୟାପଦ

ଅର୍ଥ : କୌଣସି ଧାତୁକୁ ଆକାର ଦେବା ବା ଉପଯୁକ୍ତ କରିବା ବା ସୁଧାରିବା ବା ଉନ୍ନତ କରିବା

ଉଦାହରଣ : ସେ ଲୁହାରେ କିଛି ବିଶେଷ ଉପକରଣ ତିଆରି କରୁଛି

ସମକକ୍ଷ : କରିବା, ନିର୍ମାଣ କରିବା, ପ୍ରସ୍ତୁତ କରିବା

* किसी धातु को आकार देना या उपयुक्त बनाना या सुधारना या उन्नत बनाना।

वह लोहे से कोई विशेष उपकरण बना रहा है।
तैयार करना, बनाना

Shape, form, or improve a material.

Work stone into tools.
Process iron.
Work the metal.
process, work, work on

ଅର୍ଥ : ଭବିଷ୍ୟତରେ କୌଣସି ଭୂମିକା ବା କାର୍ଯ୍ୟପାଇଁ (କାହାରିକୁ)ପ୍ରସ୍ତୁତ କରିବା

ଉଦାହରଣ : ବ୍ୟବସାୟୀଜଣକ ତା ପୁଅକୁ ନିଜ ଉତ୍ତରାଧିକାରୀ କରିବାପାଇଁ ବ୍ୟବସ୍ଥା କରୁଛି ଭାରତ ମାତାର ରକ୍ଷା କରିବାପାଇଁ ଆମ ସେନାବାହିନୀ ପ୍ରସ୍ତୁତ ହେଉଛି

ସମକକ୍ଷ : ଆୟୋଜନ କରିବା, ପ୍ରସ୍ତୁତ ହେବା, ବନ୍ଦୋବସ୍ତ କରିବା, ବ୍ୟବସ୍ଥା କରିବା

* भविष्य में किसी भूमिका या कार्य के लिए (किसी को) तैयार करना।

व्यापारी अपने लड़के को अपना उत्तराधिकारी बनाने के लिए तैयार कर रहा है।
भारत माँ की रक्षा के लिए हम सेना तैयार कर रहे हैं।
तैयार करना

ଅର୍ଥ : କାଣ୍ଟ-ଛାଣ୍ଟକରି କୌଣସି ପ୍ରକାରରେ ଦରକାରୀ ବସ୍ତୁ ତିଆରି କରିବା

ଉଦାହରଣ : ସେ ମାଟିର ମୂର୍ତ୍ତି ତିଆରି କରୁଛି

ସମକକ୍ଷ : ଆକାର ଦେବା, ଗଢ଼ିବା, ନିର୍ମାଣ କରିବା, ବନେଇବା, ରୂପ ପ୍ରଦାନ କରିବା, ସର୍ଜନା କରିବା

काट-छाँटकर या और किसी प्रकार काम की चीज़ बनाना।

वह मिट्टी की मूर्ति गढ़ रहा है।
आकार देना, गढ़ना, बनाना, रूप देना, सरजना, सिरजना, सृजन करना

Create by shaping stone or wood or any other hard material.

Sculpt a swan out of a block of ice.
sculpt, sculpture

ଅର୍ଥ : ସ୍ୱୀକାର ବା ଅସ୍ୱୀକାର କରିବାପାଇଁ ସାମନା କରିବା ବା ଆଣିବା

ଉଦାହରଣ : ସମାରୋହରେ ଚାକରଟି ଅନେକ ପ୍ରକାରର ଖାଦ୍ୟପଦାର୍ଥ ପ୍ରସ୍ତୁତ କରୁଥିଲା

ସମକକ୍ଷ : ପ୍ରସ୍ତୁତ କରିବା

* स्वीकार या अस्वीकार करने के लिए सामने करना या लाना।

समारोह में बैरा कई प्रकार की खाने की वस्तुएँ प्रस्तुत कर रहा था।
पेश करना, प्रस्तुत करना

Present for acceptance or rejection.

She offered us all a cold drink.
offer, proffer

ଅର୍ଥ : ଘର ବା କାନ୍ଥ ଆଦି ତିଆରି କରିବା

ଉଦାହରଣ : ମିସ୍ତ୍ରୀ ଓ ଶ୍ରମିକମାନେ ଏବେ କାନ୍ଥ ଉଠାଉଛନ୍ତି

ସମକକ୍ଷ : ଉଠାଇବା, ନିର୍ମାଣ କରିବା

मकान या दीवार आदि तैयार करना।

मिस्त्री और मजदूर अभी दीवार उठा रहे हैं।
उँचाना, उचकाना, उठाना, ऊँचा करना, खड़ा करना, तैयार करना, बनाना

Make by combining materials and parts.

This little pig made his house out of straw.
Some eccentric constructed an electric brassiere warmer.
build, construct, make