ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ତିତିକ୍ଷା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ତିତିକ୍ଷା   ବିଶେଷ୍ୟ

ଅର୍ଥ : ଯେଉଁ ଚିତ୍ତବୃତ୍ତିଦ୍ୱାରା ମନୁଷ୍ୟ ଅନ୍ୟଦ୍ୱାରା ଦିଆ ଯାଉଥିବା କଷ୍ଟ ସହିନିଏ ଏବଂ ତାହାର ପ୍ରତିକାର ବା ଦଣ୍ଡ ଇଚ୍ଛା କରେନାହିଁ

ଉଦାହରଣ : କ୍ଷମା ବୀରର ଆଭୂଷଣରାମ ନିଜ ଭାଇର ହତ୍ୟାକାରୀକୁ କ୍ଷମା କରିଦେଲା

ସମକକ୍ଷ : କ୍ଷମା

चित्त की वह वृत्ति जिससे मनुष्य दूसरे द्वारा पहुँचाया हुआ कष्ट सह लेता है और उसके प्रतिकार या दंड की इच्छा नहीं करता।

क्षमा वीरों का आभूषण है।
अफ़ू, अफू, क्षमा, तितिक्षा, निष्कृति, मर्षण, माफ़ी, माफी, मुआफ़ी

Compassionate feelings that support a willingness to forgive.

forgiveness