ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଥଙ୍ଗେଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଥଙ୍ଗେଇବା   କ୍ରିୟାପଦ

ଅର୍ଥ : ଶବ୍ଦଗୁଡ଼ିକ ଠିକ ଭାବରେ ଉଚ୍ଚାରଣ ନ କରିବାହେତୁ ମଝିରେମଝିରେ କୌଣସି ଶବ୍ଦ ବହୁତ ଅଟକି ଅଟକି କହିବା

ଉଦାହରଣ : ମିତେଶ ଟିକେ ଖନାଏ

ସମକକ୍ଷ : ଖନେଇବା

शब्दों का ठीक ढंग से उच्चारण न कर सकने के कारण बीच-बीच में कोई शब्द बहुत रुक-रुककर बोलना।

मितेश थोड़ा हकलाता है।
अँठलाना, अंठलाना, हँकलाना, हकलाना

Speak haltingly.

The speaker faltered when he saw his opponent enter the room.
bumble, falter, stammer, stutter

ଅର୍ଥ : ଶବ୍ଦ ଏବଂ ବର୍ଣ୍ଣ ରହିରହି ଅସ୍ପଷ୍ଟ ଭାବେ ଉଚ୍ଚାରଣ କରିବା ପ୍ରକ୍ରିୟା

ଉଦାହରଣ : ଛୋଟ ପିଲା ପାଣି ମାଗିବା ସମୟରେ ଖନଉଥିଲା

ସମକକ୍ଷ : ଅଟକିବା, ଖନେଇବା

शब्दों और वर्णों का रुक-रुककर अधूरा और अस्पष्ट उच्चारण करना।

छोटा बच्चा पानी माँगते समय तुतला रहा था।
तुतराना, तुतलाना, तोतलाना

Speak haltingly.

The speaker faltered when he saw his opponent enter the room.
bumble, falter, stammer, stutter