ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଥାପୁଡ଼ିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଥାପୁଡ଼ିବା   କ୍ରିୟାପଦ

ଅର୍ଥ : ସ୍ନେହରେ ବା ଆରାମଦେବାପାଇଁ କାହାରି ଶରୀରରେ ଧୀରେଧୀରେ ପାପୁଲିରେ ଆଘାତ କରିବା

ଉଦାହରଣ : ମା ପିଲାଟିକୁ ସ୍ନେହରେ ଥାପୁଡ଼ୁଛି

ସମକକ୍ଷ : କୋମଳସ୍ପର୍ଶ ଦେବା

प्यार से या आराम पहुँचाने के लिए किसी के शरीर पर धीरे-धीरे हथेली से आघात करना।

माँ बच्चे को प्यार से थपथपा रही हैं।
थपकाना, थपकी देना, थपथपाना

Hit lightly.

Pat him on the shoulder.
dab, pat

ଅର୍ଥ : କୌଣସି ବସ୍ତୁ ବା ଶରୀରର ଅଙ୍ଗ ଉପରେ ଧୀରେ ଧୀରେ ହାତ ବୁଲେଇବା

ଉଦାହରଣ : ମାଆ ସ୍ନେହଁରେ ପିଲାର ପିଠି ଆଉଁଷୁଛନ୍ତି

ସମକକ୍ଷ : ଆଉଁଷିବା, କୋମଳ ଲଘୁସ୍ପର୍ଶ ଦେବା, ସାଉଁଳିବା

किसी वस्तु या शरीर के अंग आदि पर धीरे-धीरे हाथ फेरना।

माँ अपने बच्चे की पीठ सहला रही है।
सहलाना, सुहराना, सुहलाना, सोहराना