ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦଉଡି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦଉଡି   ବିଶେଷ୍ୟ

ଅର୍ଥ : ସୂତା, ଛଣଆଦିକୁ ବଳି ତିଆରିକରାଯାଉଥିବା ଲମ୍ବା ବସ୍ତୁ ଯାହା ବିଶେଷ କରି ବାନ୍ଧିବା କାର୍ଯ୍ୟରେ ଆସେ

ଉଦାହରଣ : ଗାଁବାଲା ଚୋରକୁ ଦଉଡ଼ିରେ ବାନ୍ଧିଦେଲେ

ସମକକ୍ଷ : ଡୋର, ରଜ୍ଜୁ, ରଶି

रूई,सन आदि को बटकर बनाई हुई लम्बी चीज़ जो विशेषकर बाँधने आदि के काम आती है।

गाँववालों ने चोर को रस्सी से बाँध दिया।
अभिधानी, जेवड़ी, जेवरी, डोरी, तंति, दाँवरी, दामरि, दामरी, नीज, प्रसिति, रज्जु, रसरी, रस्सी, रेसमान, लाव, वराट, वराटक

A line made of twisted fibers or threads.

The bundle was tied with a cord.
cord