ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦବାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦବାଇବା   ବିଶେଷ୍ୟ

ଅର୍ଥ : ବଳ ପ୍ରୟୋଗଦ୍ୱାରା ବିରୋଧ, ଉପଦ୍ରବ, ବିଦ୍ରୋହଆଦିକୁ ଦମନ କରିବାର କ୍ରିୟା

ଉଦାହରଣ : ଇଂରେଜମାନେ ବାରମ୍ବାର ପରାଧୀନ ଭାରତୀୟମାନଙ୍କର ବିରୋଧକୁ ଦମନ କରିଥିଲେ

ସମକକ୍ଷ : ଚପାଇବା, ଦମନ

विरोध, उपद्रव, विद्रोह आदि को बल-प्रयोग द्वारा दबाने की क्रिया।

अंग्रेजों ने बार-बार परतंत्र भारतीयों के विरोधों का दमन किया।
दमन, शमन

The act of subjugating by cruelty.

The tyrant's oppression of the people.
oppression, subjugation

ଦବାଇବା   କ୍ରିୟାପଦ

ଅର୍ଥ : ମୁଁହରେ ରଖି ଦାନ୍ତରେ ବାରମ୍ବାର ଦାବିବା

ଉଦାହରଣ : ସେ ପେନ କାମୁଡ଼ୁଛି

ସମକକ୍ଷ : କାମୁଡ଼ିବା, ଚୋବାଇବା

मुँह में रखकर दाँतों से बार-बार दबाना।

वह पेन चबा रहा है।
चबाना

ଅର୍ଥ : ବିରୋଧ, ଉପଦ୍ରବ, ବିଦ୍ରୋହ ଇତ୍ୟାଦିକୁ ବଳ ପ୍ରୟୋଗଦ୍ୱାରା ଦମନ କରିବା

ଉଦାହରଣ : ଆମେ ନିଜର ଇଚ୍ଛାକୁ ଦମନ କରୁ ପରାଧୀନ ଭାରତରେ ଇଂରେଜମାନେ ଭାରତୀୟମାନଙ୍କୁ ଦବେଇକି ରଖିଥିଲେ

ସମକକ୍ଷ : ଚ୍ପାଇ ରଖିବା, ଦବେଇକି ରଖିବା, ଦମନ କରିବା, ଦମିତ କରିବା

विरोध, उपद्रव, विद्रोह आदि को बल का प्रयोग करके दबाना।

परतंत्र भारत में अंग्रेज़ भारतीयों को दबाते थे।
कुचलना, दबाना, दमन करना, दमित करना