ଅର୍ଥ : ମନୋରଞ୍ଜନପାଇଁ ଏକତ୍ରିତ ହୋଇଥିବା ଲୋକମାନଙ୍କର ସମୂହ
ଉଦାହରଣ :
ସେ ଖାଇସାରି ପାର୍ଟିରେ ଯୋଗ ଦେଲେ
ସମକକ୍ଷ : ପାର୍ଟି
ଅର୍ଥ : ଛେଳି ବା ମେଣ୍ଢାଆଦି ପଶୁଗୁଡ଼ିକଙ୍କର ଏକ ଦଳ
ଉଦାହରଣ :
ମେଣ୍ଢା ଜଗୁଆଳ ମେଣ୍ଢା ପଲହକୁ ଅଡ଼େଇ ଜଙ୍ଗଲ ଆଡ଼କୁ ଯାଉଛି
ସମକକ୍ଷ : ପଲ୍ହ
ଅର୍ଥ : ଲୋକମାନଙ୍କର ସେହି ଗୋଷ୍ଠୀ ଯେଉଁମାନଙ୍କ ପାଖରେ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ନିମନ୍ତେ ଶକ୍ତି ବା କ୍ଷମତା ଥାଏ
ଉଦାହରଣ :
ସେ ଗୋଟିଏ ଦଳରେ ମିଶିବାକୁ ଚାହୁଁଛି
ସମକକ୍ଷ : ବାହିନୀ
ଅର୍ଥ : କିଛି ବିଷୟରେ ବିଚାର-ବିମର୍ଶ କରିବା ବା ଯୋଜନା ପ୍ରସ୍ତୁତ କରିବା ବା କୌଣସି ପ୍ରତିଯୋଗିତାର ନିର୍ଣ୍ଣାୟକ ରୂପେ ଏକତ୍ରୀତ ହୋଇଥିବା କୌଣସି ବିଶେଷ କାର୍ଯ୍ୟନେଇ ଲୋକଙ୍କର ଗୋଷ୍ଠୀ
ଉଦାହରଣ :
ବାଦବିବାଦ ପ୍ରତିଯୋଗିତାରେ ନିର୍ଣ୍ଣାୟକ ଦଳ ନିଜର ଫଳାଫଳକୁ ଆୟୋଜକଙ୍କ ନିକଟକୁ ପଠାଇଦେଲେ
ସମକକ୍ଷ : ପେନେଲ