ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦାବିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦାବିବା   କ୍ରିୟାପଦ

ଅର୍ଥ : ଓଦାମାଟିଆଦି ପଦାର୍ଥକୁ ପିଟି, ଦବାଇ ବା ଛାଞ୍ଚରେ ପକାଇ ବିଶେଷ ରୂପଦେବା

ଉଦାହରଣ : ଗାଆଁରେ ଘସି କରିବା ପାଇଁ ଗୋବରକୁ ଥାପନ୍ତି ଶ୍ରମିକମାନେ ଇଟା ପକାଉଛନ୍ତି

ସମକକ୍ଷ : ଚାପିବା, ଥାପିବା

गीली मिट्टी आदि वस्तुओं को थाप-पीट, दबाकर या साँचे द्वारा विशेष आकार में लाना।

गाँवों में कंडा बनाने के लिए गोबर पाथते हैं।
मजदूर ईंट पाथ रहे हैं।
थपकना, थपाई करना, थापना, पाथना