ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦାସ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦାସ   ବିଶେଷ୍ୟ

ଅର୍ଥ : କାହାକୁ ଦେବତୁଲ୍ୟ ମାନିକରି ତାଙ୍କୁ ଭକ୍ତି କରୁଥିବା ବା ତାଙ୍କୁ ପରମ ମହତ୍ମା ମାନୁଥିବା ବ୍ୟକ୍ତି

ଉଦାହରଣ : ସେ ଗାନ୍ଧିଜୀଙ୍କର ବଡ଼ ଭକ୍ତ

ସମକକ୍ଷ : ଉପାସକ, ପୂଜାରୀ, ଭକ୍ତ, ସେବକ

किसी को देवतुल्य मानकर उसकी भक्ति करनेवाला या उसका परम महत्त्व माननेवाला व्यक्ति।

वह गांधीजी का भक्त है।
गाँधीजी अहिंसा के पुजारी थे।
उपासक, पुजारी, पुजेरी, भक्त

An ardent follower and admirer.

buff, devotee, fan, lover

ଅର୍ଥ : ନିଜ ସେବା କରାଇବାପାଇଁ ଟଙ୍କା ଦେଇ କିଣା ଯାଇଥିବା ବ୍ୟକ୍ତି

ଉଦାହରଣ : ପୂର୍ବକାଳରେ ଦାସମାନଙ୍କ କିଣାବିକା ହେଉଥିଲା

ସମକକ୍ଷ : ଆଶ୍ରିତ, ଗୁଲାମ, ସେବକ

अपनी सेवा कराने के लिये मूल्य देकर खरीदा हुआ व्यक्ति।

पुराने समय में गुलामों की खरीद-बिक्री होती थी।
आश्रित, ग़ुलाम, गुलाम, दास, दासेर

A person who is owned by someone.

slave

ଅର୍ଥ : ବେତନ ନେଇ ସେବା କରୁଥିବା ଲୋକ

ଉଦାହରଣ : ମୋ ଚାକର ସପ୍ତାହକପାଇଁ ଘରକୁ ଯାଇଛି

ସମକକ୍ଷ : ଚାକର, ନଉକର, ପରିଚାରକ, ଭୃତ୍ୟ, ସେବକ

A person working in the service of another (especially in the household).

retainer, servant