ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୁଃଖକର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୁଃଖକର   ବିଶେଷଣ

ଅର୍ଥ : ଯାହାଦ୍ୱାରା ଦୁଃଖ ପହଞ୍ଚେ ବା ଦୁଃଖ ଦେବାବାଲା

ଉଦାହରଣ : ଏହା ବଡ ଦୁଃଖଦ କଥା ଯେ ତୁମେ ନିଜ ବାପ-ମା’ଙ୍କ ସେବା କରୁନାହଁ

ସମକକ୍ଷ : କଷ୍ଟଦାୟକ, କଷ୍ଟଦାୟୀ, ଦୁଃଖକାରକ, ଦୁଃଖଦ, ଦୁଃଖଦାୟକ, ଦୁଃଖଦାୟୀ, ଦୁଃଖପ୍ରଦ

जिससे दुख पहुँचे या दुख देनेवाला।

यह बहुत ही दुखद बात है कि तुम अपने माता-पिता की सेवा नहीं करते।
अफसोसजनक, अफ़सोसजनक, अरुंतुद, अरुन्तुद, कष्टदायक, कष्टदायी, खेदजनक, तोद, दुःखद, दुःखदाई, दुखकर, दुखद, दुखदायी, दुखप्रद

Causing physical discomfort.

Bites of black flies are more than irritating; they can be very painful.
irritating, painful