ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୁରୂହ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୁରୂହ   ବିଶେଷଣ

ଅର୍ଥ : ଯେ ଗମ୍ୟ ନୁହେଁ ବା ଯାହା ଯିବା ଯୋଗ୍ୟ ନୁହେଁ

ଉଦାହରଣ : ମୁଁ ଦୁର୍ଗମ ପଥର ପଥିକ

ସମକକ୍ଷ : ଅଗମ୍ୟ, ଅନାଗମ୍ୟ, ଅସୁଗମ, ଦୁର୍ଗମ, ଦୁର୍ଗମ୍ୟ, ବକ୍ର

जो गम्य न हो या जो जाने योग्य न हो।

उसने राहगीर को दुर्गम रास्ते से होकर न जाने की सलाह दी।
हम कठिन राह के पथिक हैं।
अगत, अगम, अगम्य, अनागम्य, असुगम, कठिन, गहबर, दुरूह, दुर्गम, दुर्गम्य, बंक, बीहड़, वंक, विकट

Incapable of being passed.

impassable, unpassable

ଅର୍ଥ : ଯେଉଁଥିରେ ବହୁତ ହେରଫେର୍ ବା ପେଞ୍ଚ ଅଛି ଏବଂ ସେଥିପାଇଁ ଯାହା ଶୀଘ୍ର ବୁଝିହୁଏନାହିଁ

ଉଦାହରଣ : ଏହା ଦୁର୍ବୋଧ୍ୟ ମାମଲା, ଏହାର ସମାଧାନ ବାହାର କରିବା କଠିନ

ସମକକ୍ଷ : ଅତିଗୂଢ଼, ଦୁର୍ବୋଧ୍ୟ

जिसमें बहुत हेर-फेर या पेंच हो और जो इसलिए जल्दी समझ में न आये।

यह दुर्बोध्य मामला है,इसका समाधान निकालना कठिन है।
अति गूढ़, अवगाह, अवरेबदार, अवरेबी, औरेबदार, औरेबी, गंभीर, दुरूह, दुर्बोध्य, पेंचदार, पेचदार, पेचीदा, पेचीला

ଅର୍ଥ : ଯାହା ଶୀଘ୍ର ବୁଝି ହୁଏ ନାହିଁ

ଉଦାହରଣ : ଏହି କଠିନ ପ୍ରଶ୍ନର ଉତ୍ତର ପ୍ରଶ୍ନକର୍ତ୍ତା ହିଁ ଦେଇ ପାରିବେ

ସମକକ୍ଷ : କଠିନ, ସୂକ୍ଷ୍ମ

जो जल्दी समझ में न आए।

इस कठिन प्रश्न का उत्तर प्रश्नकर्त्ता से ही पूछना उचित होगा।
अबोधगम्य, अवगाह, कठिन, गहन, दुरुह, दुशवार, दुश्वार, बारीक, बारीक़, सूक्ष्म

Difficult to analyze or understand.

A complicated problem.
Complicated Middle East politics.
He's more complex than he seems on the surface.
complex, complicated