ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୂତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୂତ   ବିଶେଷ୍ୟ

ଅର୍ଥ : ଯେଉଁ ଦୂତକୁ ଗୋଟିଏ ରାଜ୍ୟରୁ ଅନ୍ୟ ରାଜ୍ୟକୁ ପଠାଯାଏ କିମ୍ବା ନିଯୁକ୍ତ କରାଯାଏ

ଉଦାହରଣ : କେତେଥର ଭାରତୀୟ ରାଜଦୂତମାନଙ୍କୁ ଅପମାନ କରିବାନେଇ ପାକିସ୍ଥାନ ଉପରେ ଆରୋପ ଲାଗିଛି

ସମକକ୍ଷ : ରାଜଦୂତ, ରାଜପ୍ରତିନିଧି, ରାଷ୍ଟ୍ରଦୂତ

वह दूत जो किसी राज्य या देश की ओर से किसी दूसरे राज्य या देश में भेजा या नियुक्त किया जाता है।

पाकिस्तान पर कई बार भारतीय राजदूत को अपमान करने का आरोप लगा है।
दूत, राजदूत, राजप्रतिनिधि, वकील

A diplomat of the highest rank. Accredited as representative from one country to another.

ambassador, embassador

ଅର୍ଥ : କୌଣସି ବିଶେଷ କାର୍ଯ୍ୟ କରିବାକୁ ବା ଖବର ପହଁଚାଇବାକୁ ଯାହାଙ୍କୁ ପଠାଯାଏ

ଉଦାହରଣ : ଭଗବାନ ରାମ ଅଙ୍ଗଦଙ୍କୁ ଦୂତ ଭାବେ ରାବଣ ନିକଟକୁ ପଠାଇଲେ

ସମକକ୍ଷ : ଚର, ସନ୍ଦେଶ ବାହକ, ସମ୍ବାଦଦାତା

वह जो कोई विशेष कार्य करने या सँदेशा पहुँचाने के लिए कहीं भेजा जाए।

भगवान राम ने अंगद को दूत बनाकर रावण के पास भेजा।
आह्वायक, दूत, दूतक, वकील

A person who carries a message.

courier, messenger