ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୂଷିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୂଷିତ   ବିଶେଷଣ

ଅର୍ଥ : ଯିଏ ଧର୍ମ ଅନୁସାରେ ପବିତ୍ର ନୁହେଁ

ଉଦାହରଣ : ହିନ୍ଦୁଧର୍ମର ବ୍ୟବସ୍ଥା ଅନୁସାରେ କୌଣସି ବି ଅପବିତ୍ର ସ୍ଥାନରେ ଗଙ୍ଗାଜଳ ଛିଞ୍ଚିଲେ ତାହା ପବିତ୍ର ହୋଇଯାଏ

ସମକକ୍ଷ : ଅପବିତ୍ର, ଅଶୁଦ୍ଧ, ଅଶୌଚ, ଅସୂଚି

जो धर्मानुसार पवित्र न हो।

हिंदू मान्यता के अनुसार किसी भी अपवित्र स्थान पर गंगा जल छिड़कने से वह पवित्र हो जाता है।
अपवित्र, अपावन, अपुण्य, अपुनीत, अमेध्य, अशुचि, अशुद्ध, असुचि, उच्छिष्ट, उछिष्ट, गर्हित, गलीज, ग़लीज़, दूषित, नापाक, मकरुह

Not holy because unconsecrated or impure or defiled.

profane, unconsecrated, unsanctified

ଅର୍ଥ : ଯାହା ସ୍ୱଚ୍ଛ ନୁହେଁ ବା ଯେଉଁଥିରେ ଦୋଷ ଅଛି

ଉଦାହରଣ : ବିଦ୍ୟାଳୟକୁ ମଇଳା ଲୁଗା ପିନ୍ଧି ଆସିବା ଅନୁଚ୍ଚିତ ତାର ମନ ମଇଳା

ସମକକ୍ଷ : ମଇଳା

Soiled or likely to soil with dirt or grime.

Dirty unswept sidewalks.
A child in dirty overalls.
Dirty slums.
Piles of dirty dishes.
Put his dirty feet on the clean sheet.
Wore an unclean shirt.
Mining is a dirty job.
Cinderella did the dirty work while her sisters preened themselves.
dirty, soiled, unclean

ଅର୍ଥ : ଯେଉଁଥିରେ ଦୋଷ ଅଛି

ଉଦାହରଣ : ଦୂଷିତ ଜଳ ପାନ କଲେ ବହୁ ପ୍ରକାରର ରୋଗ ହୋଇଥାଏ

ସମକକ୍ଷ : ଖରାପ, ଦୋଷଯୁକ୍ତ

जिसमें दोष हो।

दूषित जल पीने से कई बीमारियाँ होती हैं।
अपवित्र, अपुनीत, अविशुद्ध, अशुद्ध, ख़राब, दूषित, दोषपूर्ण, दोषयुक्त, दोषिक, दोषित

Having a defect.

I returned the appliance because it was defective.
defective, faulty