ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୃଷ୍ଟାନ୍ତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୃଷ୍ଟାନ୍ତ   ବିଶେଷ୍ୟ

ଅର୍ଥ : ଯାହାକୁ ଦେଖି ତା ଅନୁସାରେ କିଛି କରାଯାଏ ବା ତିଆରି କରାଯାଏ

ଉଦାହରଣ : ବୈଜ୍ଞାନିକମାନେ ପକ୍ଷୀମାନଙ୍କୁ ନମୂନା ଭାବେ ନେଇ ଉଡ଼ାଜାହାଜ ନିର୍ମାଣ କରିଛନ୍ତି

ସମକକ୍ଷ : ଆଦର୍ଶ, ଉଦାହରଣ, ଡିଜାଇନ, ନମୁନା, ନିଦର୍ଶନ

वह जिसे देखकर उसके अनुसार वैसा ही कुछ किया या बनाया जाए।

वैज्ञानिकों ने पक्षियों को नमूना मानकर हवाई जहाज़ का निर्माण किया।
आदर्श, उदाहरण, नमूना, प्रारूप

A model considered worthy of imitation.

The American constitution has provided a pattern for many republics.
pattern

ଅର୍ଥ : କୌଣସି ବିଷୟକୁ ସ୍ପଷ୍ଟ ରୂପରେ ବଦଳାଇବା କିମ୍ବା ସିଦ୍ଧ କରିବାପାଇଁ କୌଣସି ଜଣାଶୁଣା ଅନ୍ୟ ବିଷୟର ଉଲ୍ଲେଖ

ଉଦାହରଣ : ବିଷୟଗୁଡ଼ିକୁ ଉଦାହରଣ ଦେଇ ବୁଝାଇଲେ ଶୀଘ୍ର ବୁଝିହୁଏ

ସମକକ୍ଷ : ଉଦାହରଣ, ନମୂନା

किसी विषय को स्पष्ट रूप से बतलाने या सिद्ध करने के लिए किसी जाने हुए अन्य विषय का उल्लेख।

उदाहरण देकर समझाने से बातें जल्दी समझ में आ जाती हैं।
उदाहरण, दृष्टांत, नमूना, प्रतिमान, प्रयोग, मिसाल, हवाला

ଅର୍ଥ : ଯେଉଁ କାର୍ଯ୍ୟ ଓ ବ୍ୟକ୍ତିଆଦି ଆଦର୍ଶର ରୂପ ଏବଂ ଯାହାର ଅନୁକରଣ କରିବା ଆବଶ୍ୟକ

ଉଦାହରଣ : ଭଗବାନ ରାମଙ୍କ କାର୍ଯ୍ୟ ଆଧୁନିକ ଯୁଗ ନିମନ୍ତେ ଏକ ଉଦାହରଣ

ସମକକ୍ଷ : ଆଦର୍ଶ, ଉଦାହରଣ, ନିଦର୍ଶନ

वह कार्य, व्यक्ति आदि जो आदर्श रूप हो और जिसका अनुकरण करना नैतिक हो।

भगवान राम का कार्य आधुनिक युग के लिए एक उदाहरण है।
आदर्श, उदाहरण, मिसाल

A standard or typical example.

He is the prototype of good breeding.
He provided America with an image of the good father.
epitome, image, paradigm, prototype