ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦେଖାକରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦେଖାକରିବା   କ୍ରିୟାପଦ

ଅର୍ଥ : କାହା ସହିତ ଦେଖା କରିବା ବା ଭେଟିବା

ଉଦାହରଣ : ସେ ସହରରେ ନିଜ ବନ୍ଧୁବାନ୍ଧବଙ୍କୁ ଭେଟିଲେ

ସମକକ୍ଷ : ଭେଟିବା, ମିଶିବା, ସାକ୍ଷାତ କରିବା

किसी से मिलना या भेंट करना।

उसने शहर में अपने संबंधियों से भेंट की।
भेंट करना, भेंटना, मिलना, मुलाक़ात करना, मुलाकात करना

Go to see for a social visit.

I went to see my friend Mary the other day.
see