ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦେଖା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦେଖା   ବିଶେଷ୍ୟ

ଅର୍ଥ : କୌଣସି ବିଶେଷ ଉଦ୍ଦେଶ୍ୟରେ ସାକ୍ଷାତ କରିବାର କ୍ରିୟା

ଉଦାହରଣ : ଚିକିତ୍ସକଙ୍କୁ ସାକ୍ଷାତ କରିବାପରେ ହିଁ ରୋଗ ବିଷୟରେ ଜଣା ପଡ଼ିବ

ସମକକ୍ଷ : ଭେଟ, ସାକ୍ଷାତ

किसी विशेष उद्देश्य से मिलने की क्रिया।

चिकित्सक से मिलने के बाद ही रोग का पता चलेगा।
मिलना

A meeting arranged by the visitor to see someone (such as a doctor or lawyer) for treatment or advice.

He scheduled a visit to the dentist.
visit

ଅର୍ଥ : ଜଣେ ଅନ୍ୟ ଜଣକୁ ଦେଖିବାର ପ୍ରକ୍ରିୟା

ଉଦାହରଣ : ବଜାରରେ ଦେଖା ହେବା ପରେ ବି ଆମର ମୋହନ ସହ କଥାବାର୍ତ୍ତା ହୋଇପାରିଲା ନାହିଁ

ସମକକ୍ଷ : ଭେଟ, ସାକ୍ଷାତ

एक दूसरे को देखने की क्रिया।

बाजार में देखादेखी के बाद भी हमारी मोहन से बात नहीं हो पाई।
देखा-देखी, देखादेखी