ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୋହଲାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୋହଲାଇବା   ବିଶେଷ୍ୟ

ଅର୍ଥ : ହଲାଇବାର ପ୍ରକ୍ରିୟା

ଉଦାହରଣ : ଗଛକୁ ହଲାଇଲେ ଫଳ ତଳେ ପଡ଼ିବ

ସମକକ୍ଷ : ହଲାଇବା

हिलाने की क्रिया।

कुत्ते का पूँछ हिलाना देखकर बच्चा हँसने लगा।
डुलाना, विलोड़न, हिलाना

Causing to move repeatedly from side to side.

shake, wag, waggle

ଦୋହଲାଇବା   କ୍ରିୟାପଦ

ଅର୍ଥ : ଝୁଲାଇବା କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ରମା ଝୁଲାକୁ ମମତାଦ୍ୱାରା ଝୁଲାଇଲା

ସମକକ୍ଷ : ଝୁଲାଇବା, ଦୋଳାୟମାନ କରିବା

झुलाने का काम दूसरे से कराना।

रमा ने पालने को ममता से झुलवाया।
झुलवाना

ଅର୍ଥ : ହଲାଇବାର କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ଆମ୍ବ ତୋଳାଇବାପାଇଁ ମାଲିକ ଚାକରଦ୍ୱାରା ଗଛ ହଲାଇଲେ

ସମକକ୍ଷ : ହଲାଇବା

हिलाने का काम दूसरे से कराना।

आम तुड़वाने के लिए मालिक ने नौकर से पेड़ हिलवाया।
डुलवाना, डोलवाना, हिलवाना, हिलवाना-डुलवाना, हिलवाना-डोलवाना

ଅର୍ଥ : ହଲେଇବା

ଉଦାହରଣ : ଶ୍ୟାମ ଫଳ ତୋଳିବା ପାଇଁ ଗଛକୁ ଦୋହଲାଉଛି

ସମକକ୍ଷ : ଦୋହଲେଇବା, ହଲାଇବା, ହଲେଇବା

हरकत देना या कुछ ऐसा करना जिससे कुछ या कोई हिले या किसी को हिलने में प्रवृत्त करना।

श्याम फल तोड़ने के लिए पेड़ की डाली को हिला रहा है।
अवगाहना, टालना, मटकाना, हिलाना, हिलाना-डुलाना, हिलाना-डोलाना

Move or cause to move back and forth.

The chemist shook the flask vigorously.
My hands were shaking.
agitate, shake