ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦ୍ରବିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦ୍ରବିତ   ବିଶେଷଣ

ଅର୍ଥ : ଯାହା ତରଳ ପଦାର୍ଥ ଭଳି ପତଳା ବା ତରଳିଯାଇଛି

ଉଦାହରଣ : ପର୍ବତଗୁଡ଼ିକରୁ ଦ୍ରବିତ ହିମପ୍ରବାହ ଯୋଗୁଁ ସମୁଦ୍ରର ଜଳସ୍ତର ବଢ଼ିବାରେ ଲାଗିଛି

ସମକକ୍ଷ : ତରଳିତ, ଦ୍ରବୀଭୂତ

जो द्रव की तरह पतला हो गया हो या पिघला हुआ।

पर्वतों के द्रवित हिम के कारण समुद्र का स्तर बढ़ता जा रहा है।
द्रवित, द्रवीभूत

Changed from a solid to a liquid state.

Rivers filled to overflowing by melted snow.
liquid, liquified, melted

ଅର୍ଥ : ଯାହା ଦୟାରେ ଭରିଯାଇଛି

ଉଦାହରଣ : ରମେଶର ଏ ଦଶା ଦେଖି ମୋହନର ହୃଦୟ ଦୟାର୍ଦ୍ର ହୋଇଉଠିଲା

ସମକକ୍ଷ : ଦ୍ରବୀଭୂତ, ଦୟାର୍ଦ୍ର

जो दया से भर गया हो।

रमेश की दशा देखकर मोहन का हृदय द्रवित हो उठा।
दयार्द्र, द्रवित, द्रवीभूत

Being excited or provoked to the expression of an emotion.

Too moved to speak.
Very touched by the stranger's kindness.
affected, moved, stirred, touched