ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଦୟାର୍ଦ୍ର ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଦୟାର୍ଦ୍ର   ବିଶେଷଣ

ଅର୍ଥ : ଯାହା ଦୟାରେ ଭରିଯାଇଛି

ଉଦାହରଣ : ରମେଶର ଏ ଦଶା ଦେଖି ମୋହନର ହୃଦୟ ଦୟାର୍ଦ୍ର ହୋଇଉଠିଲା

ସମକକ୍ଷ : ଦ୍ରବିତ, ଦ୍ରବୀଭୂତ

जो दया से भर गया हो।

रमेश की दशा देखकर मोहन का हृदय द्रवित हो उठा।
दयार्द्र, द्रवित, द्रवीभूत

Being excited or provoked to the expression of an emotion.

Too moved to speak.
Very touched by the stranger's kindness.
affected, moved, stirred, touched