ଅର୍ଥ : ଦୁଇଟି ବସ୍ତୁ ବେଗପୂର୍ବକ ପରସ୍ପର ଆଘାତ ହେବାର ପ୍ରକ୍ରିୟା
ଉଦାହରଣ :
ବସ୍ ଏବଂ ଟ୍ରକର ଧକ୍କାରେ ଦଶ ଜଣ ଲୋକ ଆହତ ହେଲେ
ଅର୍ଥ : ଗାଡ଼ି ଆଦି ଚାଲୁଥିବା ଜିନିଷଗୁଡ଼ିକର ଦୋହଲିବା ବା ହଲିବାଦ୍ୱାରା ଲାଗୁଥିବା ଧକ୍କା
ଉଦାହରଣ :
ଗାଡ଼ି ଧକ୍କାରେ ସେ ସିଟରୁ ତଳକୁ ପଡ଼ିଗଲେ