ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଧସ୍ତାଧସ୍ତି ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଧସ୍ତାଧସ୍ତି   ବିଶେଷ୍ୟ

ଅର୍ଥ : ଜଣେ ଅନ୍ୟଜଣକୁ ଠେଲାପେଲା କରିବା କିମ୍ବା ଘୁଷି ମାରିବା କାମ

ଉଦାହରଣ : ସେ ଦୁଇଜଣଙ୍କ ମଧ୍ୟରେ ଧସ୍ତାଧସ୍ତି ଆରମ୍ଭ ହୋଇଗଲା

एक दूसरे को धकेलने और मुक्के से मारने का काम।

उन दोनों के बीच घूँसाघूँसी शुरू है।
घूँसाघूँसी, घूँसेबाज़ी, धक्कामुक्की, मुक्कामुक्की

Fighting with the fists.

boxing, fisticuffs, pugilism