ଅର୍ଥ : ଶିଳର ଯେଉଁ ଉପର ଭାଗରେ ବଟା ହୋଇଥିବା ବସ୍ତୁ ଆଦି ରଖାଯାଏ
ଉଦାହରଣ :
ସେ ଶିଳରେ ହଳଦୀ ବାଟିବା ଶିଳପୁଆକୁ ଧୋଇ ଶିଳମୁଣ୍ଡି ଉପରେ ରଖିଦେଲା
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କଳା କନାର ଝାଲର ଯାହା ଲୁଗାରେ ଲଗାଯାଇଥାଏ
ଉଦାହରଣ :
ଓଢ଼ଣୀର ଧାର ବହୁତ ଭଲ ଲାଗୁଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ହତିଆରର ଧାରୁଆ ଧାର
ଉଦାହରଣ :
ଛୁରୀର ଧାର ଖରାପ ହୋଇଯାଇଛି
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ମଧ୍ୟ ପ୍ରଦେଶର ଏକ ଜିଲ୍ଲା
ଉଦାହରଣ :
ଧାର ଜିଲ୍ଲାର ମୁଖ୍ୟ କାର୍ଯ୍ୟାଳୟ ଧାରରେ ଅବସ୍ଥିତ
ସମକକ୍ଷ : ଧାର ଜିଲ୍ଲା
ଅନ୍ୟ ଭାଷାରେ ଅନୁବାଦ :
A region marked off for administrative or other purposes.
district, dominion, territorial dominion, territoryଅର୍ଥ : କାହାଠାରୁ ନିଆଯାଇଥିବା ଯେଉଁ ବସ୍ତୁ, ଟଙ୍କଆଦିକୁ ନିର୍ଦ୍ଧିଷ୍ଟ ସମୟରେ ଫେରାଯାଏ
ଉଦାହରଣ :
ସେ ବହିକିଣିବା ପାଇଁ ମୋ ଠାରୁ ଦୁଇଶହ ଟଙ୍କା ଉଧାର ନେଲା
ଅନ୍ୟ ଭାଷାରେ ଅନୁବାଦ :
Money or goods or services owed by one person to another.
debtଅର୍ଥ : ଲେଖିବାବେଳେ କାଗଜ ଆଦିର ଧାରରେ ଛଡ଼ା ଯାଉଥିବା ଖାଲି ଜାଗା
ଉଦାହରଣ :
ସାଦା କାଗଜରେ ଲେଖିବା ସମୟରେ ମାର୍ଜିନ ନିଶ୍ଚୟ ଛାଡ଼ିବା ଉଚିତ୍
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : ପଗଡ଼ିର ଧାର ଯେଉଁଥିରେ କମକୁଟ କରାଯାଇଥାଏ
ଉଦାହରଣ :
ନବଯୁବକମାନଙ୍କ ପଗଡ଼ିର ଧାର ବହୁତ ସୁନ୍ଦର ଦିଶୁଥିଲା
ଅନ୍ୟ ଭାଷାରେ ଅନୁବାଦ :
पगड़ी का छोर जिसमें कलाबत्तू का काम रहता है।
नौजवानों की पगड़ी का चिल्ला बहुत सुन्दर लग रहा है।ଅର୍ଥ : ବହିବାର କ୍ରିୟା ବା ଭାବ
ଉଦାହରଣ :
ସେ ପାଣି ପ୍ରବାହରେ ଭାସି ଗଲା ବର୍ଷା ଦିନରେ ନଦୀମାନଙ୍କର ପ୍ରବାହ ବଢ଼ିଯାଏ
ଅନ୍ୟ ଭାଷାରେ ଅନୁବାଦ :
ଅର୍ଥ : କୌଣସି କଥା ବା କାମ ଯେଉଁ ଶେଷ ସ୍ଥାନ ପର୍ଯ୍ୟନ୍ତ ହୋଇପାରେ ବା ହେବା ଉଚିତ୍
ଉଦାହରଣ :
କୌଣସି କାମ ସୀମା ମଧ୍ୟରେ ରହି କରିବା ଅବଶ୍ୟକ
ସମକକ୍ଷ : ଅବଧି, ଗଣ୍ଡି, ଚୌହଦି, ପରିସୀମା, ସୀମା
ଅନ୍ୟ ଭାଷାରେ ଅନୁବାଦ :
The point or degree to which something extends.
The extent of the damage.