ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଧୋକାବାଜ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଧୋକାବାଜ   ବିଶେଷ୍ୟ

ଅର୍ଥ : ଧୋକା ଦେବା ବ୍ୟକ୍ତି

ଉଦାହରଣ : ଆଧୁନିକ ଯୁଗରେ ଧୋକାବାଜ ଲୋକେ କମ୍ ନାହାନ୍ତି

ସମକକ୍ଷ : କପଟୀ, ଚାଲବାଜ, ଧୂର୍ତ୍ତ, ପ୍ରତାରକ

Someone who leads you to believe something that is not true.

beguiler, cheat, cheater, deceiver, slicker, trickster

ଧୋକାବାଜ   ବିଶେଷଣ

ଅର୍ଥ : ଧୋକାଦେବାପାଇଁ କୌଣସି ପ୍ରକାର ମିଛ କହୁଥିବା

ଉଦାହରଣ : ଧୋକାବାଜ ଲୋକଙ୍କଠାରୁ ସଦାବେଳେ ସତର୍କ ରହିବା ଉଚିତ୍‌

ସମକକ୍ଷ : କପଟିଆ, ଚାଲବାଜିଆ, ଦଗାବାଜ, ଧୂର୍ତ୍ତ, ଶଠ

Intended to deceive.

Deceitful advertising.
Fallacious testimony.
Smooth, shining, and deceitful as thin ice.
A fraudulent scheme to escape paying taxes.
deceitful, fallacious, fraudulent