ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ଧ୍ୱଂସାବଶେଷ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ଧ୍ୱଂସାବଶେଷ   ବିଶେଷ୍ୟ

ଅର୍ଥ : କୌଣସି ଭଙ୍ଗାରୁଜା ଅଥବା ଭୁଷୁଡ଼ି ପଡ଼ିଥିବା ଘରର ଅଂଶ

ଉଦାହରଣ : ଏହା କୌଣସି ମୋଗଲକାଳୀନ ଦୁର୍ଗର ଭଗ୍ନାବଶେଷ

ସମକକ୍ଷ : ଖଣ୍ଡିତାଂଶ, ଭଗ୍ନାବଶେଷ

किसी टूटे-फूटे अथवा गिरे हुए मकान आदि का अंश।

यह किसी मुगलकालीन किले का खंडहर है।
अर्म, खँडहर, खंडर, खंडहर, खण्डर, खण्डहर, ध्वंसावशेष, भग्नावशेष

A ruined building.

They explored several Roman ruins.
ruin