ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନକ୍ସା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନକ୍ସା   ବିଶେଷ୍ୟ

ଅର୍ଥ : କୌଣସି ବସ୍ତୁ,କାର୍ଯ୍ୟ ଆଦିକୁ କରିବା ନିମନ୍ତେ ପ୍ରଥମରୁ ତିଆରି କରା ଯାଇଥିବା ତାର ଅମୂର୍ତ୍ତ ବା ମୂର୍ତ୍ତ ରୂପ

ଉଦାହରଣ : ଆମକୁ ପ୍ରଥମେ ନିଜ କାର୍ଯ୍ୟ ଯୋଜନାର ନକ୍ସା ତିଆରି କରିବାକୁ ହେବ

ସମକକ୍ଷ : ମାନଚିତ୍ର

किसी वस्तु, कार्य आदि को करने के लिए पहले से तैयार उसका अमूर्त या मूर्त रूप।

हमें पहले अपनी कार्ययोजना का खाका तैयार करना होगा।
ख़ाक़ा, खाका

The act of working out the form of something (as by making a sketch or outline or plan).

He contributed to the design of a new instrument.
design, designing