ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିଅଁ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିଅଁ   ବିଶେଷ୍ୟ

ଅର୍ଥ : ଘରଆଦି ତିଆରି କରିବା ସମୟରେ ତାହାର ମୂଳଭାଗ ଯାହା କାନ୍ଥର ଦୃଢତା ନିମନ୍ତେ ଜମି ଖୋଳି ଏବଂ ସେଥିରେ କାନ୍ଥର ଯୋଡ଼ାଇ ଆରମ୍ଭକରି ତିଆରି କରାଯାଏ

ଉଦାହରଣ : ନିଅଁ ମଜବୁତ୍‌ ରହିଲେ ବହୁତଳ ବିଶିଷ୍ଟ କୋଠା ତିଆରି କରାଯାଇପାରେ

ସମକକ୍ଷ : ଆଧାର, ଆଲମ୍ବନ, ମୂଳ, ମୂଳଦୁଆ

मकान आदि बनाने के समय उसका वह मूल भाग जो दीवारों की दृढ़ता के लिए ज़मीन खोदकर और उसमें से दीवारों की जोड़ाई आरंभ करके बनाया जाता है।

नींव के मज़बूत रहने पर ही बहुमंज़िली इमारत बनाई जा सकती है।
आधार, आलंबन, आलम्बन, आसार, चय, नींव, नीव, नीवँ, बिना, बुनियाद, मूल

Lowest support of a structure.

It was built on a base of solid rock.
He stood at the foot of the tower.
base, foot, foundation, fundament, groundwork, substructure, understructure