ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିକ୍ଷେପ କରିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିକ୍ଷେପ କରିବା   କ୍ରିୟାପଦ

ଅର୍ଥ : କୌଣସି କଥା ଆଦିକୁ ଲୋକଲୋଚନକୁ ଆଣିବା

ଉଦାହରଣ : ଆଜିକାଲି ସବୁ ପତ୍ରପତ୍ରିକା ନେତାମାନଙ୍କର ନୂଆନୂଆ କାଣ୍ଡକାରଖାନାକୁ ଚକ୍ଷୁ ସମ୍ମୁଖରେ ନିକ୍ଷେପ କରୁଛନ୍ତି

ସମକକ୍ଷ : ଫିଙ୍ଗିବା, ଫୋପାଡ଼ିବା

किसी बात आदि को प्रकाश में लाना।

आए दिन पत्र-पत्रिकाएँ नेताओं के नए-नए कारनामें उछालती हैं।
उचालना, उछारना, उछालना