ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିବନ୍ଧ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିବନ୍ଧ   ବିଶେଷ୍ୟ

ଅର୍ଥ : କୌଣସି ବିଷୟରେ ସବିସ୍ତାର ବିବେଚନା ଯେଉଁଥିରେ ତା ସମ୍ବନ୍ଧିତ ଅନେକ ମତ, ବିଚାର, ମନ୍ତବ୍ୟଆଦିର ତୁଳନାତ୍ମକ ଏବଂ ପାଣ୍ଡିତ୍ୟପୂର୍ଣ୍ଣ ବିବେଚନା ହୁଏ

ଉଦାହରଣ : ନିବନ୍ଧକାର ଏହି ନିବନ୍ଧ ମାଧ୍ୟମରେ ଜାତିବାଦର ବିରୋଧ କରିଛନ୍ତି

ସମକକ୍ଷ : ପ୍ରବନ୍ଧ, ରଚନା

किसी विषय का वह सविस्तार विवेचन जिसमें उससे संबंध रखने वाले अनेक मतों, विचारों, मंतव्यों आदि का तुलनात्मक और पांडित्यपूर्ण विवेचन हो।

निबंधकार ने इस निबंध के माध्यम से जातिवाद पर कटाक्ष किया है।
निबंध, निबन्ध, मजमून, मज़मून, लेख

An analytic or interpretive literary composition.

essay