ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିବିଡ଼ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିବିଡ଼   ବିଶେଷଣ

ଅର୍ଥ : ବହୁତ ନିକଟର ବା ବହୁତ ପାଖରେ

ଉଦାହରଣ : ରାମ ମୋର ଘନିଷ୍ଠ ମିତ୍ର ରାମ ଏବଂ ଶ୍ୟାମଙ୍କ ମଧ୍ୟରେ ନିବିଡ଼ ମିତ୍ରତା ଅଛି

ସମକକ୍ଷ : ଅନ୍ତରଙ୍ଗ, ଆତ୍ମୀୟ, ଗାଢ଼, ଘନିଷ୍ଠ, ଦୃଢ଼, ପ୍ରଗାଢ଼

बहुत निकट का या बहुत घनिष्ठ।

मुकेश मेरा घनिष्ठ मित्र है।
मोहन और सोहन में गाढ़ी मित्रता है।
अंगरंगी, अंतरंग, अंतरंगी, अनन्य, अन्तरंग, अन्यतम, अभिन्न, आत्मिक, आत्मीय, इष्ट, गाढ़ा, घनिष्ठ, जिगरी, दिली, प्रगाढ़

Marked by close acquaintance, association, or familiarity.

Intimate friend.
Intimate relations between economics, politics, and legal principles.
intimate

ଅର୍ଥ : ଯାହାର ଅବୟବ ବା ଅଂଶ ପାଖକୁପାଖ ବା ଖୁନ୍ଦାଖିନ୍ଦି ଥାଏ ବା ଯାହା ବହୁତ ଲାଗିଲାଗି ରହିଛି

ଉଦାହରଣ : ଶିକାର ଘଞ୍ଚବଣରେ ପଶିଗଲା ଏବଂ ଶିକାରୀ ଖାଲି ହାତରେ ଫେରିଲା

ସମକକ୍ଷ : ଗହନ, ଘଞ୍ଚ, ସଘନ

जिसके अवयव या अंश पास-पास या सटे हों या जो बहुत पास-पास हों।

शिकार सघन वन में प्रवेश कर गया और शिकारी खाली हाथ लौट आया।
अबिरल, अविरल, गझिन, गहन, गुंजान, घना, घनेरा, निविड़, निविरीस, बीझा, संघात, सघन, सङ्घात

ଅର୍ଥ : ଯାହା ଭାଙ୍ଗେନାହିଁ

ଉଦାହରଣ : ସେହି ପତି ପତ୍ନୀଙ୍କ ମଧ୍ୟରେ ଅତୁଟ ସମ୍ପର୍କ ଅଛି

ସମକକ୍ଷ : ଅତୁଟ

न टूटनेवाला (संबंध)।

पति-पत्नी के बीच अटूट सम्बन्ध है।
अटाटूट, अटूट

Not easily destroyed.

indestructible