ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିରାପତ୍ତା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିରାପତ୍ତା   ବିଶେଷ୍ୟ

ଅର୍ଥ : ସୁରକ୍ଷା, ଶରଣ ଏବଂ କୃପା କରିବାର ବିଶ୍ୱାସ

ଉଦାହରଣ : ବାଦଶାହଙ୍କ ନିରାପତ୍ତାର ସେ ଭୁଲବାଟରେ ଲାଭ ଉଠାଇଲା

सुरक्षा, शरण एवं कृपा करने का विश्वास।

बादशाह के अमान का उसने ग़लत फायदा उठाया।
अमान

Complete confidence in a person or plan etc.

He cherished the faith of a good woman.
The doctor-patient relationship is based on trust.
faith, trust

ଅର୍ଥ : ଭଲଭାବରେ କରାଯାଉଥିବା ରକ୍ଷା

ଉଦାହରଣ : ଯେଉଁ ବୀରମାନେ ଦେଶର ସୁରକ୍ଷାପାଇଁ ସୀମାରେ ନିଯୁକ୍ତ, ସେ ଦେଶ ସେହି ବୀରମାନଙ୍କ ପ୍ରତି କୃତଜ୍ଞ

ସମକକ୍ଷ : ରକ୍ଷା, ସଂରକ୍ଷଣ, ସୁରକ୍ଷା

अच्छी तरह की जाने वाली रक्षा।

यह देश आभारी है उन वीरों का जो देश की सुरक्षा के लिए सीमाओं पर तैनात हैं।
क्षेम, प्रोटेक्शन, संरक्षण, सरपरस्ती, सिक्युरटी, सिक्युरिटी, सुरक्षा, सेक्यूरिटी, सेफ्टी, हिफ़ाज़त, हिफाजत

The activity of protecting someone or something.

The witnesses demanded police protection.
protection

ଅର୍ଥ : କୌଣସି ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ବା କୌଣସି ବ୍ୟକ୍ତିକୁ ପଳାୟନ କରିବା ଆଦିରୁ ରୋକିବାପାଇଁ ନିଜ ଅଧିକାର ବା ସୁରକ୍ଷାରେ ନେଇ ରଖିବା ପ୍ରକ୍ରିୟା ବା ଭାବ

ଉଦାହରଣ : ଭରତ ଶାହଙ୍କୁ ତିନି ମାସ ପର୍ଯ୍ୟନ୍ତ ପୋଲିସ ହେପାଜତରେ ରଖା ଯାଇଥିଲା

ସମକକ୍ଷ : ଅଭିରକ୍ଷା, ଜିମା, ହେପାଜତ

किसी संपत्ति को रक्षित रखने के लिए अथवा किसी व्यक्ति को भागने आदि से रोकने के लिए अपने अधिकार या रक्षा में लेकर रखने की क्रिया या भाव।

भरत शाह को तीन महीने तक पुलिस अभिरक्षा में रखा गया था।
अभिरक्षण, अभिरक्षा, अमीनी