ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିରେଖେଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିରେଖେଇବା   କ୍ରିୟାପଦ

ଅର୍ଥ : ଆଖିରେ କୌଣସି ବ୍ୟକ୍ତି କିମ୍ବା ପଦାର୍ଥ ଆଦିର ରୂପ ରଙ୍ଗ ଏବଂ ଆକାର ପ୍ରକାରଆଦିର ଜ୍ଞାନ ପ୍ରାପ୍ତ କରିବା

ଉଦାହରଣ : ଶ୍ୟାମ ଧ୍ୟାନପୂର୍ବକ ମହାତ୍ମା ଗାନ୍ଧୀଙ୍କ ଫଟୋକୁ ଦେଖୁଥିଲେ

ସମକକ୍ଷ : ଦେଖିବା

दृष्टि-शक्ति अथवा नेत्रों से किसी चीज का ज्ञान प्राप्त करना या आँखों से किसी व्यक्ति या पदार्थ आदि के रूप-रंग और आकार-प्रकार आदि का ज्ञान प्राप्त करना।

श्याम गौर से महात्मा गाँधी की तस्वीर को देख रहा था।
आखना, ईखन, ईखना, ईछना, चाहना, तकना, ताकना, दृष्टि डालना, देखना, धाधना, नजर डालना, नजर दौड़ाना, नज़र डालना, नज़र दौड़ाना, निरखना, निहारना, विलोकना