ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନିର୍ବାସିତ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନିର୍ବାସିତ   ବିଶେଷ୍ୟ

ଅର୍ଥ : ଦେଶରୁ ବହିଷ୍କୃତ ହେବା ଦଣ୍ଡ

ଉଦାହରଣ : ବ୍ରିଟିଶ୍‌ ଶାସିତ ଭାରତରେ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଦଣ୍ଡସ୍ୱରୂପ ଦେଶରୁ ନିର୍ବାସିତ କରି ଆଣ୍ଡାମାନ ପଠାଇ ଦିଆଯାଉଥିଲା

ସମକକ୍ଷ : ନିର୍ବାସନ, ବହିଷ୍କାର, ବାହାର

The act of expelling a person from their native land.

Men in exile dream of hope.
His deportation to a penal colony.
The expatriation of wealthy farmers.
The sentence was one of transportation for life.
deportation, exile, expatriation, transportation