ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନୀଚପଣ ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନୀଚପଣ   ବିଶେଷ୍ୟ

ଅର୍ଥ : ଅଧମ ବା ନୀଚହେବାର ଅବସ୍ଥା ବା ଭାବ

ଉଦାହରଣ : ଅଧମତାର ଉପରକୁ ଉଠିଲେହିଁ ସମାଜର ବିକାଶ ସମ୍ଭବ ଅଧମତା କାରଣରୁ ସମାଜରେ କୁପ୍ରବୃତ୍ତିର ପ୍ରସାର ଘଟୁଛି

ସମକକ୍ଷ : ଅଧମତା, ଅପକୃଷ୍ଟତା, ଛୋଟପଣ, ଛୋଟଲୋକୀ, ନୀଚତା

The quality of being morally wrong in principle or practice.

Attempts to explain the origin of evil in the world.
evil, evilness