ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ନୃତ୍ୟକରାଇବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ନୃତ୍ୟକରାଇବା   କ୍ରିୟାପଦ

ଅର୍ଥ : ନାଚିବା କାମ ଅନ୍ୟ କାହାଦ୍ୱାରା କରାଇବା

ଉଦାହରଣ : ଘରେ ଶିଶୁଟିଏ ଜନ୍ମହେଲେ କିଛିଲୋକ ହିଞ୍ଜଡ଼ାଙ୍କୁ ନଚାନ୍ତି

ସମକକ୍ଷ : ନଚାଇବା, ନର୍ତ୍ତନ କରାଇବା

नाचने का काम दूसरे से कराना।

घर में बच्चा पैदा होने पर कुछ लोग हिजड़ों को नचवाते हैं।
नचवाना