ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଔଚିତ୍ୟ ବା ନ୍ୟାୟ ବିଚାର ଛାଡ଼ିକରି କୌଣସି ଗୋଟିଏ ପକ୍ଷର ଅନୁରୂପ ହେବା ପ୍ରବୃତ୍ତି ବା ସହାନୁଭୂତି ଏବଂ ସେହି ପକ୍ଷକୁ ସମର୍ଥନ କରିବା ପ୍ରକ୍ରିୟା ବା ଭାବ
ଉଦାହରଣ : ଆମକୁ ପକ୍ଷପାତର ଉର୍ଦ୍ଧ୍ୱକୁଯାଇ ସର୍ବକଲ୍ୟାଣାର୍ଥେ କାର୍ଯ୍ୟ କରିବା ଉଚିତ
ସମକକ୍ଷ : ପକ୍ଷ, ଭେଦଭାବ
औचित्य या न्याय का विचार छोड़कर किसी एक पक्ष के अनुरूप होने वाली प्रवृत्ति या सहानुभूति और उस पक्ष को समर्थन देने की क्रिया या भाव।
An inclination to favor one group or view or opinion over alternatives.
ସଂସ୍ଥାପନ କରନ୍ତୁ