ପୃଷ୍ଠା ଠିକଣା କପି କରନ୍ତୁ ଟ୍ୱିଟରରେ ଅଂଶୀଦାର କରନ୍ତୁ ହ୍ୱାଟସ୍ ଆପ୍ ରେ ଅଂଶୀଦାର କରନ୍ତୁ ଫେସବୁକରେ ଅଂଶୀଦାର କରନ୍ତୁ
ଗୁଗଲ୍ ପ୍ଲେରେ ଯାଆନ୍ତୁ
ସମକକ୍ଷ ଏବଂ ବିପରୀତ ଶବ୍ଦ ସହିତ ଓଡ଼ିଆ ଅଭିଧାନରୁ ପଚିବା ଶବ୍ଦର ଅର୍ଥ ଏବଂ ଉଦାହରଣ ।

ପଚିବା   କ୍ରିୟାପଦ

ଅର୍ଥ : କୌଣସି ବସ୍ତୁର ଏପରି ବିକାର ଅବସ୍ଥା, ଯାହାର କିଛିଅଂଶ ସଢ଼ିବାକୁ ଆରମ୍ଭ ହୋଇ ସେଥିରୁ ପଚାଳିଆ ଦୁର୍ଗନ୍ଧ ବାହାରେ

ଉଦାହରଣ : ଫଳ, ପନିପରିବା ଆଦି ଶୀଘ୍ର ପଚିଯାଏ

ସମକକ୍ଷ : ସଢ଼ିବା

किसी वस्तु में ऐसा विकार होना जिससे उसके अंग गलने लगे और उसमें से दुर्गंध आने लगे।

फल, सब्जियाँ आदि जल्दी सड़ती हैं।
सड़ना

Undergo decay or decomposition.

The body started to decay and needed to be cremated.
decay